1 ବଂଶାବଳୀ 23:6 - ପବିତ୍ର ବାଇବଲ6 ଦାଉଦ ଲେବୀୟମାନଙ୍କୁ ତିନି ଗୋଟି ଦଳରେ ବିଭକ୍ତ କଲେ। ସେମାନେ ଲେବୀୟଙ୍କ ତିନିପୁତ୍ର ଗେର୍ଶୋନ, କହାତ୍ ଓ ମରାରିଙ୍କ ପରିବାରବର୍ଗର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ୍, କହାତ୍ ଓ ମରାରି। Viz kapitolaଓଡିଆ ବାଇବେଲ6 ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ, କହାତ ଓ ମରାରି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ, କହାତ ଓ ମରାରି। Viz kapitola |