Online Bible

- Reklamy -




1 ବଂଶାବଳୀ 24:19 - ପବିତ୍ର ବାଇବଲ

19 ମନ୍ଦିରରେ ସେବାକାର୍ଯ୍ୟ କରିବା ନିମନ୍ତେ ଏହି ଦଳଗୁଡ଼ିକ ମନୋନୀତ ହୋଇଥିଲେ। ମନ୍ଦିରର ସେବାକାର୍ଯ୍ୟ ପାଇଁ ହାରୋଣଙ୍କ ଦତ୍ତ ନିୟମର ସେମାନେ ବାଧ୍ୟ ହେଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ହାରୋଣଙ୍କୁ ଏହି ନିୟମଗୁଡ଼ିକ ପ୍ରଦାନ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ଵାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।

Viz kapitola kopírovat

ଓଡିଆ ବାଇବେଲ

19 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।

Viz kapitola kopírovat




1 ବଂଶାବଳୀ 24:19

Následuj nás:

Reklamy


Reklamy