1 ବଂଶାବଳୀ 24:2 - ପବିତ୍ର ବାଇବଲ2 କିନ୍ତୁ ନାଦବ୍ ଓ ଅବୀହୂ ସେମାନଙ୍କ ପିତାଙ୍କ ମୃତ୍ୟୁ ପୂର୍ବରୁ ମରଣ ଲଭିଥିଲେ। ଆଉ ନାଦବ୍ ଓ ଅବୀହୂଙ୍କର କୌଣସି ପୁତ୍ର ସନ୍ତାନ ନ ଥିଲେ। ତେଣୁ ଇଲିୟାସର ଓ ଈଥାମର ଯାଜକରୂପେ ସେବାକାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମାତ୍ର ନାଦବ୍ ଓ ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ। Viz kapitolaଓଡିଆ ବାଇବେଲ2 ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ। Viz kapitola |