1 ବଂଶାବଳୀ 24:5 - ପବିତ୍ର ବାଇବଲ5 ପ୍ରତି ପରିବାରରୁ ଲୋକମାନେ ମନୋନୀତ ହୋଇଥିଲେ। ସେମାନେ ଗୁଲିବାଣ୍ଟ ଦ୍ୱାରା ମନୋନୀତ ହୋଇଥିଲେ। ପବିତ୍ର ସ୍ଥାନର ଦାୟିତ୍ୱରେ ରହିବା ନିମନ୍ତେ କେତେଜଣ ବ୍ୟକ୍ତିଙ୍କୁ ମନୋନୀତ କରାଯାଇଥିଲା। ଆଉ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଯାଜକକର୍ମ ନିମନ୍ତେ ମନୋନୀତ କରାଯାଇଥିଲା। ଏହି ସମସ୍ତ ବ୍ୟକ୍ତିମାନେ ଇଲିୟାସର ଓ ଈଥାମରଙ୍କ ବଂଶରୁ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ଵାରା ବିଭକ୍ତ କରାଗଲେ; କାରଣ ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର-ସ୍ଥାନର ଅଧିପତି ଓ ପରମେଶ୍ଵରଙ୍କ ଗୃହର ଅଧିପତି ହେଲେ। Viz kapitolaଓଡିଆ ବାଇବେଲ5 ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ। Viz kapitola |