1 ବଂଶାବଳୀ 26:10 - ପବିତ୍ର ବାଇବଲ10 ଏହିମାନେ ମରାରି ବଂଶର ଦ୍ୱାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହୋଇଥିଲେ। ଦ୍ୱାରପାଳମାନେ ବିଶେଷ ପ୍ରକାରେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ସିମ୍ରି ଜ୍ୟେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ସିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା; Viz kapitolaଓଡିଆ ବାଇବେଲ10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା; Viz kapitola |