1 ବଂଶାବଳୀ 26:2 - ପବିତ୍ର ବାଇବଲ2 ମଶେଲିମିୟଙ୍କର ପୁତ୍ରଗଣ, ଯିଖରିୟ ଜ୍ୟେଷ୍ଠପୁତ୍ର ଥିଲେ। ଯିହୀୟେଲ ଦ୍ୱିତୀୟ ପୁତ୍ର ଥିଲେ। ସବଦିୟ ତୃତୀୟ ପୁତ୍ର ଥିଲେ। ଯତ୍ନୀୟେଲ ଚତୁର୍ଥ ପୁତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ଵିତୀୟ ଯିହୀୟେଲ, ତୃତୀୟ ସବ୍ଦୀୟ, ଚତୁର୍ଥ ଯତ୍ନୀୟେଲ, Viz kapitolaଓଡିଆ ବାଇବେଲ2 ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ, Viz kapitola |