1 ବଂଶାବଳୀ 26:20 - ପବିତ୍ର ବାଇବଲ20 ଅହିୟ ଲେବୀୟ ଗୋଷ୍ଠୀରୁ ଆସିଥିଲେ। ଅହିୟ ପରମେଶ୍ୱରଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଯେଉଁ ସ୍ଥାନମାନଙ୍କରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାଯାଇଥିଲା। ଅହିୟ ତାହାର ଦାୟିତ୍ୱରେ ମଧ୍ୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ଵରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା। Viz kapitolaଓଡିଆ ବାଇବେଲ20 ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା। Viz kapitola |