Online Bible

- Reklamy -




1 ବଂଶାବଳୀ 26:26 - ପବିତ୍ର ବାଇବଲ

26 ଦାଉଦ ଯେଉଁ ସମସ୍ତ ବସ୍ତୁ ମନ୍ଦିର ନିମନ୍ତେ ସଂଗ୍ରହ କରିଥିଲେ, ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ତାହାର ଦାୟିତ୍ୱରେ ଥିଲେ। ସେନାଧ୍ୟକ୍ଷମାନେ ମଧ୍ୟ ମନ୍ଦିର ନିମନ୍ତେ ସାମଗ୍ରୀମାନ ପ୍ରଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଦାଉଦ ରାଜା ଓ ପିତୃବଂଶପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

26 ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।

Viz kapitola kopírovat




1 ବଂଶାବଳୀ 26:26

Následuj nás:

Reklamy


Reklamy