1 ବଂଶାବଳୀ 27:13 - ପବିତ୍ର ବାଇବଲ13 ମହରୟ ଦଶମ ସେନାଧ୍ୟକ୍ଷ ଥିଲେ। ମହରୟ ଦଶମ ମାସର ସେନାଧ୍ୟକ୍ଷ ଥିଲେ। ମହରୟ ନଟୋଫାରୁ ଆସିଥିଲେ। ସେ ସେରହଙ୍କ ପରିବାରରୁ ଆସିଥିଲେ। ମହରୟଙ୍କ ଦଳରେ 24,000 ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଓଡିଆ ବାଇବେଲ13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitola |