1 ବଂଶାବଳୀ 27:14 - ପବିତ୍ର ବାଇବଲ14 ବନାୟ ଏକାଦଶତମ ସେନାଧ୍ୟକ୍ଷ ଥିଲେ। ବନାୟ ଏକାଦଶ ମାସର ସେନାଧ୍ୟକ୍ଷ ଥିଲେ। ବନାୟ ପିରିୟାଥୋରୁ ଆସିଥିଲେ। ବନାୟ ଇଫ୍ରୟିମ ପରିବାରବର୍ଗରୁ ଆସିଥିଲେ। ବନାୟଙ୍କ ଦଳରେ 24,000 ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଓଡିଆ ବାଇବେଲ14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitola |