1 ବଂଶାବଳୀ 27:16 - ପବିତ୍ର ବାଇବଲ16 ଇସ୍ରାଏଲର ଗୋଷ୍ଠୀଗୁଡ଼ିକର ନେତାମାନେ ଥିଲେ: ରୁବେନ୍: ସିଖ୍ରିଙ୍କ ପୁତ୍ର ଇଲୀୟେଷର୍; ଶିମିୟୋନ୍: ମାଖାଙ୍କ ପୁତ୍ର ଶଫଟିୟ; Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟ-ମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଷର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ। Viz kapitolaଓଡିଆ ବାଇବେଲ16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ। Viz kapitola |