1 ବଂଶାବଳୀ 27:22 - ପବିତ୍ର ବାଇବଲ22 ଦାନ୍: ଯିରୋହମ୍ଙ୍କ ପୁତ୍ର ଅସରେଲ। ଏହି ସମସ୍ତେ ଇସ୍ରାଏଲ ପରିବାରର ନେତାଗଣ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। Viz kapitolaଓଡିଆ ବାଇବେଲ22 ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। Viz kapitola |