1 ବଂଶାବଳୀ 27:24 - ପବିତ୍ର ବାଇବଲ24 ସରୁୟାଙ୍କ ପୁତ୍ର ଯୋୟାବ୍ ଲୋକମାନଙ୍କୁ ଗଣିବା ଆରମ୍ଭ କଲେ, ମାତ୍ର ଶେଷ କରି ପାରିଲେ ନାହିଁ। ପରମେଶ୍ୱର ଇସ୍ରାଏଲର ଲୋକଙ୍କ ପ୍ରତି କ୍ରୋଧାନ୍ୱିତ ହୋଇଉଠିଲେ। ସେଥିନିମନ୍ତେ “ରାଜା ଦାଉଦଙ୍କ ଇତିହାସ ପୁସ୍ତକରେ” ଲୋକମାନଙ୍କ ସଂଖ୍ୟା ଲେଖାଯାଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ। Viz kapitolaଓଡିଆ ବାଇବେଲ24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ। Viz kapitola |