Online Bible

- Reklamy -




1 ବଂଶାବଳୀ 27:29 - ପବିତ୍ର ବାଇବଲ

29 ଶାରୋଣୀୟ ସିଟ୍ରୟ ଶାରୋଣର ଚତୁର୍ଦ୍ଦିଗସ୍ଥ ପଶୁପଲର ଦାୟିତ୍ୱରେ ଥିଲେ। ଅଦଲୟଙ୍କ ପୁତ୍ର ଶାଫଟ୍ ଉପତ୍ୟକାସ୍ଥ ପଶୁପଲର ଦାୟିତ୍ୱରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।

Viz kapitola kopírovat

ଓଡିଆ ବାଇବେଲ

29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।

Viz kapitola kopírovat




1 ବଂଶାବଳୀ 27:29

Následuj nás:

Reklamy


Reklamy