1 ବଂଶାବଳୀ 27:32 - ପବିତ୍ର ବାଇବଲ32 ଯୋନାଥନ ଜଣେ ଜ୍ଞାନୀ ପରାମର୍ଶଦାତା ଓ ଲେଖକ ଥିଲେ। ଯୋନାଥନ ଦାଉଦଙ୍କର କାକା ଥିଲେ। ଅକ୍ମୋନିଙ୍କ ପୁତ୍ର ଯିହୀୟେଲ୍ ରାଜାଙ୍କ ପୁତ୍ରଗଣଙ୍କର ଯତ୍ନ ନେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ଅକ୍ମୋନିର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା। Viz kapitolaଓଡିଆ ବାଇବେଲ32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା। Viz kapitola |