1 ବଂଶାବଳୀ 28:13 - ପବିତ୍ର ବାଇବଲ13 ଦାଉଦ ଶଲୋମନଙ୍କୁ ଯାଜକ ଓ ଲେବୀୟମାନଙ୍କ ଦଳ ବିଷୟରେ କହିଲେ। ଦାଉଦ ଶଲୋମନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ ବିଷୟକ ସମସ୍ତ କାର୍ଯ୍ୟ ଓ ମନ୍ଦିର ସେବାରେ ବ୍ୟବହୃତ ସକଳ ସାମଗ୍ରୀ ବିଷୟରେ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ; Viz kapitolaଓଡିଆ ବାଇବେଲ13 ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ; Viz kapitola |