1 ବଂଶାବଳୀ 28:14 - ପବିତ୍ର ବାଇବଲ14 ମନ୍ଦିରରେ ବ୍ୟବହୃତ ହେବାକୁ ଥିବା ସକଳ ସାମଗ୍ରୀର ନିର୍ମାଣ ନିମନ୍ତେ କେତେ ପରିମାଣର ସ୍ୱର୍ଣ୍ଣ ଓ ରୌପ୍ୟ ବ୍ୟବହୃତ କରାଯିବା ଉଚିତ୍, ତାହା ଦାଉଦ ଶଲୋମନଙ୍କୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ଵର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ; Viz kapitolaଓଡିଆ ବାଇବେଲ14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ; Viz kapitola |