Online Bible

- Reklamy -




1 ବଂଶାବଳୀ 28:15 - ପବିତ୍ର ବାଇବଲ

15 ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରୌପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ୟ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରୌପ୍ୟ ଆବଶ୍ୟକ ହେବ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କରେ ଆବଶ୍ୟକ ସେହି ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ୟବହୃତ ହେବାର ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମଧ୍ୟ ସ୍ଵର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;

Viz kapitola kopírovat

ଓଡିଆ ବାଇବେଲ

15 ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;

Viz kapitola kopírovat




1 ବଂଶାବଳୀ 28:15

Následuj nás:

Reklamy


Reklamy