Online Bible

- Reklamy -




1 ବଂଶାବଳୀ 28:17 - ପବିତ୍ର ବାଇବଲ

17 କଣ୍ଟାଗ୍ଭମଚ, ସିଞ୍ଚନକାରୀ ପାତ୍ର ଓ କୁମ୍ଭ ନିର୍ମାଣ କରିବା ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ, ଦାଉଦ ତାହା କହିଲେ। ପ୍ରତ୍ୟେକ ସୁବର୍ଣ୍ଣ ପାତ୍ର ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ ଓ ପ୍ରତ୍ୟେକ ରୌପ୍ୟପାତ୍ର ନିମନ୍ତେ କେତେ ପରିମାଣର ରୌପ୍ୟ ଆବଶ୍ୟକ ହେବ, ତାହା ଦାଉଦ କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ତ୍ରିଶୂଳ ଓ କୁଣ୍ତ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ଵର୍ଣ୍ଣ; ପୁଣି ସ୍ଵର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;

Viz kapitola kopírovat

ଓଡିଆ ବାଇବେଲ

17 ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;

Viz kapitola kopírovat




1 ବଂଶାବଳୀ 28:17

Následuj nás:

Reklamy


Reklamy