1 ବଂଶାବଳୀ 28:18 - ପବିତ୍ର ବାଇବଲ18 ସୁଗନ୍ଧିଧୂପର ଯଜ୍ଞବେଦି ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ୟକ ହେବ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ୟ ଶଲୋମନଙ୍କୁ ପରମେଶ୍ୱରଙ୍କ ରଥ-ଦୟାସନ ସହିତ ନିୟମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ୟ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ଵର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ଵର୍ଣ୍ଣ ଦେଲେ। Viz kapitolaଓଡିଆ ବାଇବେଲ18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ। Viz kapitola |