1 ବଂଶାବଳୀ 28:6 - ପବିତ୍ର ବାଇବଲ6 ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା। Viz kapitolaଓଡିଆ ବାଇବେଲ6 ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା। Viz kapitola |