Online Bible

- Reklamy -




1 ବଂଶାବଳୀ 28:7 - ପବିତ୍ର ବାଇବଲ

7 ଶଲୋମନ ବର୍ତ୍ତମାନ ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞାର ବାଧ୍ୟ ହେଉଅଛି। ଯଦି ସେ ଆମ୍ଭର ବ୍ୟବସ୍ଥାଗୁଡ଼ିକର ବାଧ୍ୟ ହେବା ଜାରି ରଖିବ, ତେବେ ଆମ୍ଭେ ଚିରକାଳ ନିମନ୍ତେ ଶଲୋମନର ରାଜ୍ୟକୁ ଦୃଢ଼ କରିବା।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ଆଜିର ନ୍ୟାୟ ଯେବେ ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।

Viz kapitola kopírovat

ଓଡିଆ ବାଇବେଲ

7 ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।’

Viz kapitola kopírovat




1 ବଂଶାବଳୀ 28:7

Následuj nás:

Reklamy


Reklamy