1 ବଂଶାବଳୀ 29:1 - ପବିତ୍ର ବାଇବଲ1 ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ରାଜା ସମଗ୍ର ସମାଜକୁ କହିଲେ, ପରମେଶ୍ଵର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେଣଏବେ ହେଁ ଅଳ୍ପବୟସ୍କ ଓ କୋମଳ, ପୁଣି କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ଵରଙ୍କ ପାଇଁ ଅଟେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ। Viz kapitola |