1 ବଂଶାବଳୀ 29:10 - ପବିତ୍ର ବାଇବଲ10 ଏହା ପରେ ଦାଉଦ ଏକତ୍ରିତ ହୋଇଥିବା ସମସ୍ତ ଲୋକଙ୍କ ସାକ୍ଷାତରେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କଲେ। ଦାଉଦ କହିଲେ, “ହେ ଆମ୍ଭମାନଙ୍କ ପିତା, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଅନନ୍ତକାଳ ଓ ଚିରଦିନ ନିମନ୍ତେ ପ୍ରଶଂସିତ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ସଦାକାଳ ଧନ୍ୟ। Viz kapitolaଓଡିଆ ବାଇବେଲ10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ। Viz kapitola |