1 ବଂଶାବଳୀ 29:12 - ପବିତ୍ର ବାଇବଲ12 ଧନ ଓ ସମ୍ମାନ ତୁମ୍ଭଠାରୁ ଆସେ। ତୁମ୍ଭେ ସକଳ ବିଷୟକୁ ଶାସନ କର। ତୁମ୍ଭର ହସ୍ତରେ ପରାକ୍ରମ ଓ ଶକ୍ତି ଅଛି। ଆଉ ତୁମ୍ଭ ହସ୍ତରେ ଯେକୌଣସି ବ୍ୟକ୍ତିକୁ ମହାନ ଓ ପରାକ୍ରମୀ କରାଇବାର କ୍ଷମତା ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ। Viz kapitolaଓଡିଆ ବାଇବେଲ12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ। Viz kapitola |