Online Bible

- Reklamy -




1 ବଂଶାବଳୀ 29:15 - ପବିତ୍ର ବାଇବଲ

15 ଆମ୍ଭେମାନେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କେବଳ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧ୍ୟରେ ଭ୍ରମଣ କରୁଅଛୁ। ଏହି ପୃଥିବୀରେ ଆମ୍ଭମାନଙ୍କର ସମୟ କେବଳ ଅତିକ୍ରାନ୍ତ ଛାୟା ତୁଲ୍ୟ। ଆମ୍ଭେମାନେ ତାହାକୁ ବନ୍ଦ କରି ନ ପାରୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ଵ କିଛି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

15 କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।

Viz kapitola kopírovat




1 ବଂଶାବଳୀ 29:15

Následuj nás:

Reklamy


Reklamy