1 ବଂଶାବଳୀ 29:18 - ପବିତ୍ର ବାଇବଲ18 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଇସ୍ରାଏଲଙ୍କର ପରମେଶ୍ୱର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷୟ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାଯ୍ୟ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ୱସ୍ତ ହେବା ନିମନ୍ତେ ସେମାନଙ୍କୁ ସାହାଯ୍ୟ କର। Viz kapitolaପବିତ୍ର ବାଇବଲ (Re-edited) - (BSI)18 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର; Viz kapitolaଓଡିଆ ବାଇବେଲ18 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର; Viz kapitola |