1 ବଂଶାବଳୀ 29:20 - ପବିତ୍ର ବାଇବଲ20 ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର। ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ। Viz kapitola |