1 ବଂଶାବଳୀ 29:23 - ପବିତ୍ର ବାଇବଲ23 ଏହା ପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ୟନ୍ତ ସଫଳ ହେଲେ। ଇସ୍ରାଏଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ। Viz kapitolaଓଡିଆ ବାଇବେଲ23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ। Viz kapitola |