1 ବଂଶାବଳୀ 29:24 - ପବିତ୍ର ବାଇବଲ24 ସମସ୍ତ ନେତାଗଣ, ସୈନ୍ୟଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ୱୀକାର କଲେ ଓ ତାଙ୍କର ବାଧ୍ୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ। Viz kapitolaଓଡିଆ ବାଇବେଲ24 ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ। Viz kapitola |