Online Bible

- Reklamy -

1 ବଂଶାବଳୀ 29:25 - ପବିତ୍ର ବାଇବଲ

25 ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ କଲେ। ଇସ୍ରାଏଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ୍ତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇସ୍ରାଏଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।

Viz kapitola kopírovat

1 ବଂଶାବଳୀ 29:25

Následuj nás:

Reklamy

Reklamy