1 ବଂଶାବଳୀ 29:28 - ପବିତ୍ର ବାଇବଲ28 ଦାଉଦ ବୃଦ୍ଧ ହେବାରୁ ମୃତ୍ୟୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନଯାପନ କରିଥିଲେ। ଦାଉଦ ଅନେକ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହୋଇଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶଲୋମନ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ28 ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ। Viz kapitola |