1 ବଂଶାବଳୀ 29:30 - ପବିତ୍ର ବାଇବଲ30 ଦାଉଦ ଇସ୍ରାଏଲର ରାଜା ରୂପେ ଯେଉଁ ସମସ୍ତ ବିଷୟ କରିଥିଲେ, ସେହି ଲେଖାଗୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସେହି ଲେଖାଗୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷୟ ବର୍ଣ୍ଣନା କରେ। ଆଉ ସେଗୁଡ଼ିକ ଇସ୍ରାଏଲ ଓ ତାହାର ଚତୁର୍ଦ୍ଦିଗରେ ଥିବା ରାଜ୍ୟଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷୟ ବର୍ଣ୍ଣନା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁ ସଙ୍ଗେ ତାଙ୍କର ରାଜ୍ୟଶାସନ ଓ ତାଙ୍କର ପରାକ୍ରମ, ପୁଣି ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି। Viz kapitolaଓଡିଆ ବାଇବେଲ30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି। Viz kapitola |