Online Bible

- Reklamy -




1 ବଂଶାବଳୀ 29:4 - ପବିତ୍ର ବାଇବଲ

4 ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦେଇଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରୌପ୍ୟ ଦେଇଅଛି। ଏହି ରୌପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଧିଷ୍ଟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀର୍ର ସ୍ଵର୍ଣ୍ଣରୁ ତିନି ହଜାର ତାଳ; ସ୍ଵର୍ଣ୍ଣ ଓ ସାତ ହଜାର ତାଳ; ନିର୍ମଳ ରୂପାନ୍ତଣ ପ୍ର.ରା.୯:୨୮

Viz kapitola kopírovat

ଓଡିଆ ବାଇବେଲ

4 ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;

Viz kapitola kopírovat




1 ବଂଶାବଳୀ 29:4

Následuj nás:

Reklamy


Reklamy