Online Bible

- Reklamy -




1 ବଂଶାବଳୀ 29:5 - ପବିତ୍ର ବାଇବଲ

5 ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରି ପାରନ୍ତି, ଏଥିନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ବର୍ତ୍ତମାନ, ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭେମାନେ କେତେଜଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସ୍ଵର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ଵେଚ୍ଛାରେ ଉଦ୍ୟତ ଅଛି?

Viz kapitola kopírovat

ଓଡିଆ ବାଇବେଲ

5 ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହି ସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”

Viz kapitola kopírovat




1 ବଂଶାବଳୀ 29:5

Následuj nás:

Reklamy


Reklamy