Online Bible

- Reklamy -




1 ବଂଶାବଳୀ 29:6 - ପବିତ୍ର ବାଇବଲ

6 ପରିବାରର ନେତାଗଣ, ଇସ୍ରାଏଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସେନାପତିଗଣ, ସେନାଧ୍ୟକ୍ଷଗଣ ଓ ରାଜାଙ୍କର କାର୍ଯ୍ୟନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସେମାନଙ୍କର ବହୁମୂଲ୍ୟ ବସ୍ତୁସବୁ ଦେଇ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି ରାଜକାର୍ଯ୍ୟ-ଶାସକମାନେ ସ୍ଵେଚ୍ଛାରେ ଦାନ କଲେ;

Viz kapitola kopírovat

ଓଡିଆ ବାଇବେଲ

6 ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀ ସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;

Viz kapitola kopírovat




1 ବଂଶାବଳୀ 29:6

Následuj nás:

Reklamy


Reklamy