Online Bible

- Reklamy -




1 ବଂଶାବଳୀ 29:7 - ପବିତ୍ର ବାଇବଲ

7 ସେମାନେ ଏହି ସମସ୍ତ ବସ୍ତୁ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଦେଲେ: ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେମାନେ ପରମେଶ୍ଵରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳ; ସ୍ଵର୍ଣ୍ଣ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳ; ରୂପା ଓ ଅଠର ହଜାର ତାଳ; ପିତ୍ତଳ ଓ ଏକ ଲକ୍ଷ ତାଳ; ଲୁହା ଦେଲେ।

Viz kapitola kopírovat

ଓଡିଆ ବାଇବେଲ

7 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

Viz kapitola kopírovat




1 ବଂଶାବଳୀ 29:7

Následuj nás:

Reklamy


Reklamy