1 ବଂଶାବଳୀ 29:8 - ପବିତ୍ର ବାଇବଲ8 ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା, ସେମାନେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ଯିହୀୟେଲ ସେହି ବହୁମୂଲ୍ୟ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ଯିହୀୟେଲ ଗେର୍ଶୋନ୍ ପରିବାରରୁ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ତାର-ଗୃହରେ ତାହାସବୁ ଦେଲେ। Viz kapitolaଓଡିଆ ବାଇବେଲ8 ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର-ଗୃହରେ ତାହାସବୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ। Viz kapitola |