1 ବଂଶାବଳୀ 3:15 - ପବିତ୍ର ବାଇବଲ15 ଯୋଶିୟଙ୍କ ପୁତ୍ରମାନଙ୍କର ତାଲିକା ଏହି: ପ୍ରଥମ ପୁତ୍ର ଯୋହାନନ୍, ଦ୍ୱିତୀୟ ପୁତ୍ର, ଯିହୋୟାକୀମ୍, ତୃତୀୟ ପୁତ୍ର ସିଦିକିୟ, ଚତୁର୍ଥ ପୁତ୍ର ଶଲ୍ଲୁମ୍। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍। Viz kapitolaଓଡିଆ ବାଇବେଲ15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍। Viz kapitola |