1 ବଂଶାବଳୀ 3:22 - ପବିତ୍ର ବାଇବଲ22 ଶଖନିୟରଙ୍କର ବଂଶଧରମାନଙ୍କର ତାଲିକା ଏହି: ଶମୟିୟ। ଶମୟିୟଙ୍କର ଛଅ ପୁତ୍ର ଥିଲେ: ହଟୂଶ୍, ଯିଗାଲ, ବାରୀହ, ନିୟରିୟ, ଶେମାଯିହ ଓ ଶାଫଟ୍। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ। Viz kapitolaଓଡିଆ ବାଇବେଲ22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ। Viz kapitola |