1 ବଂଶାବଳୀ 4:15 - ପବିତ୍ର ବାଇବଲ15 କାଲେବ୍ ଯିଫୁନ୍ନିଙ୍କର ପୁତ୍ର ଥିଲେ। କାଲେବଙ୍କର ପୁତ୍ରମାନେ ଥିଲେ ଈରୁ, ଏଲା ଓ ନୟମ। ଏଲାଙ୍କର ପୁତ୍ର ଥିଲେ କନସ୍। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ଯିଫୁନ୍ନିର ପୁତ୍ର କାଲେବ୍ଙ୍କରସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ। Viz kapitolaଓଡିଆ ବାଇବେଲ15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ। Viz kapitola |