Online Bible

- Reklamy -




1 ବଂଶାବଳୀ 4:27 - ପବିତ୍ର ବାଇବଲ

27 ଶିମୟିଙ୍କର ଷୋହଳ ଜଣ ପୁତ୍ର ଥିଲେ ଓ ଛଅ ଜଣ କନ୍ୟା ଥିଲେ। କିନ୍ତୁ ଶିମୟିଙ୍କର ଭ୍ରାତାମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଶିମୟିଙ୍କର ଭ୍ରାତାମାନଙ୍କର କୌଣସି ବଡ଼ ପରିବାର ନ ଥିଲା। ଯିହୁଦାର ଅନ୍ୟାନ୍ୟ ପରିବାରଗୁଡ଼ିକ ପରି ସେମାନଙ୍କର ପରିବାରବର୍ଗ ବଡ଼ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ଶିମୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

27 ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।

Viz kapitola kopírovat




1 ବଂଶାବଳୀ 4:27

Následuj nás:

Reklamy


Reklamy