1 ବଂଶାବଳୀ 4:33 - ପବିତ୍ର ବାଇବଲ33 ବାଲ୍ ପରି କେତୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ୟ ଥିଲା। ଏହିସବୁ ସ୍ଥାନରେ ସେମାନେ ବାସ କରୁଥିଲେ। ଆହୁରି ମଧ୍ୟ ସେମାନେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି। Viz kapitolaଓଡିଆ ବାଇବେଲ33 ପୁଣି, ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ-ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି। Viz kapitola |