Online Bible

- Reklamy -




1 ବଂଶାବଳୀ 4:34 - ପବିତ୍ର ବାଇବଲ

34-38 ଏହା ହେଉଛି ସେମାନଙ୍କ ପରିବାରବର୍ଗର ନେତାମାନଙ୍କର ତାଲିକା। ସେମାନେ ଥିଲେ ମଶୋବବ୍, ଯମ୍ଲେକ୍, ଯୋଶ ଅମତ୍‌ସିୟରଙ୍କ ପୁତ୍ର ଯୋୟେଲ, ଯୋଶିବିୟଙ୍କ ପୁତ୍ର ଯେହୂ, ସରାୟଙ୍କ ପୁତ୍ର ଅଦୀୟେଲ୍, ଇଲିୟୋ-ଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ୍, ଯିଶୀମିୟେଲ, ବନାୟ ଓ ଶିଫୀଙ୍କ ପୁତ୍ର ସୀଷଃ। ଶିଫିୟି ଆଲ୍ଲୋନଙ୍କ ପୁତ୍ର ଓ ଆଲ୍ଲୋନ ଯିଦାୟଙ୍କ ପୁତ୍ର, ଯିଦାୟ ଶମୟିଙ୍କ ପୁତ୍ର ଓ ଶିମିୟି ଶମୟିୟଙ୍କ ପୁତ୍ର ଥିଲେ। ଏହି ବ୍ୟକ୍ତିମାନଙ୍କର ପରିବାର ବୃଦ୍ଧିଲାଭ କରି ଅତି ବୃହତ୍ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଆଉ, ମଶୋବବ୍ ଓ ଯମ୍ଭେକ ଓ ଅମତ୍ସୀୟର ପୁତ୍ର ଯୋଶ

Viz kapitola kopírovat

ଓଡିଆ ବାଇବେଲ

34 ଆଉ, ମଶୋବବ୍‍, ଯମ୍ଲେକ ଓ ଅମତ୍‍ସୀୟର ପୁତ୍ର ଯୋଶ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ, ମଶୋବବ୍‍, ଯମ୍ଲେକ ଓ ଅମତ୍‍ସୀୟର ପୁତ୍ର ଯୋଶ

Viz kapitola kopírovat




1 ବଂଶାବଳୀ 4:34

Následuj nás:

Reklamy


Reklamy