1 ବଂଶାବଳୀ 4:5 - ପବିତ୍ର ବାଇବଲ5 ଅସହୂର ତକୋୟଙ୍କର ପିତା ଥିଲେ। ଅସହୂରଙ୍କର ଦୁଇ ପତ୍ନୀ ଥିଲେ। ସେମାନଙ୍କର ନାମ ଥିଲା ହିଲା ଓ ନାରା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ। Viz kapitolaଓଡିଆ ବାଇବେଲ5 ପୁଣି, ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ। Viz kapitola |