1 ବଂଶାବଳୀ 4:9 - ପବିତ୍ର ବାଇବଲ9 ଯାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲେ। ତାଙ୍କର ମାତା କହିଲେ, “ମୁଁ ତାହାର ନାମ ଯାବେଷ୍ ଦେଇଅଛି, କାରଣ ତାହାକୁ ଜନ୍ମ ଦେବା ସମୟରେ ମୋତେ ଅତିଶୟ ଯନ୍ତ୍ରଣା ହୋଇଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ। Viz kapitolaଓଡିଆ ବାଇବେଲ9 ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।” Viz kapitola |