1 ବଂଶାବଳୀ 5:1 - ପବିତ୍ର ବାଇବଲ1-3 ରୁବେନ୍ ଇସ୍ରାଏଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶେଷ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷେଫଙ୍କ ପୁତ୍ରଙ୍କୁ ଦିଆଗଲା। ପରିବାରର ଇତିହାସରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବେନଙ୍କ ନାମ ଲିଖିତ ହୋଇ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧ୍ୟରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷେଫଙ୍କ ପରିବାର ପାଇଲା। ରୁବେନଙ୍କ ପୁତ୍ରମାନେ ଥିଲେ: ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶର୍ଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଗଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ। Viz kapitolaଓଡିଆ ବାଇବେଲ1 ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ। Viz kapitola |