1 ବଂଶାବଳୀ 5:11 - ପବିତ୍ର ବାଇବଲ11 ଗାଦ୍ର ଗୋଷ୍ଠୀ ରୁବେନୀୟମାନଙ୍କ ନିକଟରେ ବାସ କରୁଥିଲେ। ଏହି ଗାଦୀୟ ଲୋକମାନେ ସଲଖା ସହର ପର୍ଯ୍ୟନ୍ତ ବିସ୍ତୃତ ବାଶନର ଭୂମିରେ ବାସ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲ୍ଖା ପର୍ଯ୍ୟନ୍ତ ବାଶନ୍ ଦେଶରେ ବାସ କଲେ। Viz kapitolaଓଡିଆ ବାଇବେଲ11 ପୁଣି, ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ। Viz kapitola |