1 ବଂଶାବଳୀ 5:17 - ପବିତ୍ର ବାଇବଲ17 ଯୋଥମ୍ ଓ ଯାରବିୟାମଙ୍କ ସମୟରେ, ଗାଦ୍ର ଗୋଷ୍ଠୀ ଇତିହାସରେ ଏହି ବ୍ୟକ୍ତିମାନଙ୍କର ନାମ ଲିଖିତ ହୋଇଥିଲା। ଯୋଥମ୍ ଯିହୁଦାର ରାଜା ଓ ଯାରବିୟାମ ଇସ୍ରାଏଲର ରାଜା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯିହୁଦାର ରାଜା ଯୋଥମଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା। Viz kapitolaଓଡିଆ ବାଇବେଲ17 ଯିହୁଦାର ରାଜା ଯୋଥମ୍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯିହୁଦାର ରାଜା ଯୋଥମ୍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା। Viz kapitola |