1 ବଂଶାବଳୀ 5:22 - ପବିତ୍ର ବାଇବଲ22 ପରମେଶ୍ୱର ସେମାନଙ୍କୁ ଯୁଦ୍ଧରେ ବିଜୟ ଲାଭ କରିବାକୁ ସାହାଯ୍ୟ କରିବାରୁ ଅନେକ ହାଗରୀୟ ଲୋକ ନିହତ ହେଲେ। ଏହା ପରେ ମନଃଶି, ରୁବେନ୍ ଓ ଗାଦ୍ ବଂଶଧରଗଣ ହାଗରୀୟ ଲୋକମାନଙ୍କର ଦେଶରେ ସେଠାରୁ ବାବିଲକୁ ନିର୍ବାସିତ ହେଲା ପର୍ଯ୍ୟନ୍ତ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ଯୁଦ୍ଧ ପରମେଶ୍ଵରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି ସେମାନେ ବନ୍ଦୀତ୍ଵ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ। Viz kapitolaଓଡିଆ ବାଇବେଲ22 କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ। Viz kapitola |